ଦିନକ ପରେ ଦିନକୁ ଓଡିଶା ରେ ବଢିଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା, ଜାଣନ୍ତୁ କେଉଁ ଜିଲା ରେ କେତେ ଆକ୍ରାନ୍ତ ।
ଆଜି ସମଗ୍ର ୨୨ ଟି ଜିଲ୍ଲା ରେ ୬୧୮ ଚିହ୍ନଟ କରୋନା ରୋଗୀଙ୍କ ମଧ୍ୟରୁ ୪୧୧ କ୍ୱାରେଣ୍ଟିନ୍ରେ ଥିବାବେଳେ ସ୍ଥାନୀୟ ମାମଲା ୨୦୭ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ସବୁଠୁ ଅଧିକ ୨୮୬ କରୋନା ରୋଗୀ ଚିହ୍ନଟ ହୋଇଥିବାର ସୂଚନା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ କହିଛନ୍ତି । ଦିନକ ପରେ ଦିନକୁ ଓଡିଶା ରେ ବଢିଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା, ଆଜି ସବୁଠୁ ଅଧିକା ୨୮୬ କରୋନା ସକରାତ୍ମକ ଗଞ୍ଜାମ ରେ । କରୋନା …