ସୁନ୍ଦରଗଡ ଓ ସମ୍ବଲପୁର ରେ ଆଜି ସବୁଠୁ ଅଧିକ କରୋନା ରୋଗୀ ଙ୍କ ସଂଖ୍ୟା ଚିହ୍ନଟ, ଗୋଟିଏ ଦିନରେ ୧୬୯୯ କରୋନା ରୋଗୀ ରାଜ୍ୟ ରେ ଚିହ୍ନଟ।
ସୁନ୍ଦରଗଡ ଓ ସମ୍ବଲପୁର ରେ ଆଜି ସବୁଠୁ ଅଧିକ କରୋନା ରୋଗୀ ଙ୍କ ସଂଖ୍ୟା ଚିହ୍ନଟ, ଆଜି ସମୁଦାୟ ୨୯ ଟି ଜିଲ୍ଲା ରୁ ୧୬୯୯ ଚିହ୍ନଟ କରୋନା ରୋଗୀ ଙ୍କ ମଧ୍ୟରୁ ୧୦୭୩ କ୍ୱାରେଣ୍ଟିନ୍ରେ ଥିଲାବେଳେ ସେହିପରି ସ୍ଥାନୀୟ ମାମଲା ରୁ ୬୨୬ ଜଣ ଅଛନ୍ତି ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରେ ଆଜି ସବୁଠୁ ଅଧିକ କରୋନା ରୋଗୀ ଚିହ୍ନଟହୋଇଥିବାର ସୂଚନା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ କହିଛନ୍ତି ।ସୁନ୍ଦରଗଡ ଓ ସମ୍ବଲପୁର …